• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Scorpio

ବିଛା

Saturday 20 Jul 2024

ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନକୁ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ବିବାଦୀୟ ଚିନ୍ତାଧାରା ପାଇଁ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନ ଯୁକ୍ତ କଥା କହି ପାରନ୍ତି ।

ଅନୁରାଧା- ଆଲୋଚନାର ଶେଷ ପର୍ଯ୍ୟାୟରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ । ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ ।

ଜ୍ୟେଷ୍ଠା- ସଭାସମିତିରେ ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।

ପ୍ରତିକାର – ମନ୍ଦାର ଫୁଲକୁ ସୂର୍ଯ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :