• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Saturday 20 Jul 2024

ମୂଳା- ରୋଗୀ ମାନଙ୍କ ରୋଗ ପ୍ରାୟତଃ କମି ଯାଇପାରେ । ପରିସ୍ଥିତି ବଦଳି ଯିବା ଫଳରେ ଅଯଥା ହଇରାଣ ହୋଇପାରନ୍ତି । ମାଙ୍ଗଳିକ କାର୍ଯ୍ୟରେ ମନ ଯୋଗଦେବେ ।

ପୂ,ଷାଢା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।

ଉ,ଷାଢା- ଆକସ୍ମିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :