• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Capricorn

ମକର

Saturday 20 Jul 2024

ଉ,ଷାଢା- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ । ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା କ୍ଷେତ୍ରରେ ଶୁଭଫଳ ପାଇବେ ।

ଶ୍ରବଣା- ସରକାରୀ ସ୍ତରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ଧନିଷ୍ଠା- ଭଲ ସମ୍ପର୍କ ଥିବା ବନ୍ଧୁ ନିଜ ସୁବିଧା ହାସଲକୁ ନେଇ ଅସୁବିଧାରେ ପକାଇପାରନ୍ତି । ଋଣ ପରିଶୋଧ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାରେ କୌଣସି ଅସୁବିଧା ହେବ ନାହିଁ । ଦୂର ସ୍ଥାନରେ ଥିବା ଜମି କ୍ରୟ କରିପାନ୍ତି ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :