• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Thursday 20 Jun 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଅସହାୟ ଓ ଅଶକ୍ତ ଲୋକଙ୍କୁ ସହେଯାଗ କରିବା ପାଇଁ ହାତ ବଢେଇବେ । କେତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ।

ଦ୍ୱିଜା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ । ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ

କୃତିକା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :