• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Thursday 20 Jun 2024

ମୃଗଶିରା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଛଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ

ଆଦ୍ରା- ମାନସିକ ସ୍ଥିତି ଠିକ୍ ରହିବ। କାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ଅବହେଳାଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ।

ପୁନର୍ବସୁ- କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :