• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Thursday 20 Jun 2024

ଧନିଷ୍ଠା- ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂର ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।

ଶତଭିଷା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ

ପୂ,ଭାଦ୍ରପଦ- ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :