• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Thursday 20 Jun 2024

ପୂ,ଭାଦ୍ରପଦ-ପରିବାରରେ ପିଲାମାନଙ୍କ ମେଳରେ ଖୁସିରେ ସମୟ କାଟିବେ । ଗ୍ରାହକଙ୍କ ସହ ତର୍କ ବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ସାମାନ୍ୟ କ୍ଷତି ହୋଇପାରେ । ଚର୍ମ ରୋଗ ଦେଖାଦେଇପାରେ

ଉ,ଭାଦ୍ରପଦ- ଚାକିରିରେ ସ୍ଥାନ ପରିବର୍ତନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଅନୁକୂଲ ରହିବ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ

ରେବତୀ- ମୂଲ୍ୟବାନ ଜିନିଷ ହରେଇ ପାରନ୍ତି । ନୂତନ ଗୃହ ,ବାହନ ଜାଗା ,ଜମି କ୍ରୟ କରି ପାରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :