• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Thursday 20 Jun 2024

ପୁନର୍ବସୁ- ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କାର୍ଯ୍ୟ କୈାଣସି ଭୁଲ ହୋଇପାରେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ

ପୁଷ୍ୟା- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ।ଆପଣଙ୍କ ଆତ୍ମବିଶ୍ୱାସ ଉଚ୍ଚ ରହିବ ।

ଅଶ୍ଲେଷା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ବ ମିଳିପାରେ। ପ୍ରତିଯୋଗିତାରେ ଖୁବ୍ ଭଲ କରିବେ । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :