• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Thursday 20 Jun 2024

ମଘା- ସ୍ୱାସ୍ଥ୍ୟରେ ଚିକିସ୍ୟା ପାଇଁ ଉତ୍ତମ ଦିନ ରହିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ

ପୂ,ଫାଲଗୁନି- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ

ଉ,ଫାଲଗୁନି- ପୈତୃକ ସମ୍ପତ୍ତି କୁ ନେଇ ଦୁଇଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବେ । ଭାତୃବିବାଦ ଉପୁଜି ପାରେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଉତ୍ତମ ଫଖ ପାଇବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :