• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Thursday 20 Jun 2024

ଉ,ଫଳଗୁନି- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ ଓ ଆର୍ଥିକ ସ୍ଥିତି ପୂର୍ବପରି ରହିବ।

ହସ୍ତା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ରାଜନୀତିରେ କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ

ଚିତ୍ରା- ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ଏହାକୁ ସୁଧାରି ନେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :