• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Thursday 20 Jun 2024

ଚିତ୍ରା- ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ । ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ। କର୍ମଜୀବିମାନେ କର୍ମ ପ୍ରବଣତା ଦେଖାଇବେ ।

ସ୍ୱାତୀ- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ

ବିଶାଖା- ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ।

ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :