• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Thursday 20 Jun 2024

ମୂଳା- ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ । ନୂଆ କାମରେ ଘର ଲୋକ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ ହେବ

ପୂ,ଷାଢା- ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ।

ଉ,ଷାଢା- ବନ୍ଧୁବର୍ଗରେ କଳହ ଓ ମନାନ୍ତର ସୃଷ୍ଟି ହେବ । କୈାଣସି କଥାକୁ କେନ୍ଦ୍ର କରି ତର୍କ ବିତର୍କର ସମ୍ମୁଖୀନ ହେବେ । ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :