• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୩ଶୀ ପ୍ରାତଃ ୦୭.୫୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Thursday 20 Jun 2024

ଉ,ଷାଢା- ଅସମ୍ପୁର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ସନ୍ତୋଷ ଲାଭ କରିବେ । ବ୍ୟବସାୟରେ ଆୟ , ବ୍ୟୟର ପରିମାଣ ପ୍ରାୟତଃ ସମାନ ରହିବ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ

ଶ୍ରବଣା- ବିଦ୍ୟାର୍ଥୀ ପାଠପଢାରେ ଧ୍ୟାନ ଦେବେ । ନୂତନ ଚାକିରୀରେ ପ୍ରତିଷ୍ଠିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଶୁଭ ଫଳଲାଭ ପାଇପାରିବେ ।

ଧନିଷ୍ଠା- ମହିଳା ମାନେ ନାନା ସମସ୍ୟା ଭିତରେ ଗତି କରିବେ । ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ । ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :