ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ। କୃତିକା- ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ।
ମୃଗଶିରା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ।ଆଦ୍ରା- କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।ପୁନର୍ବସୁ- ଧନ ସଂମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ବିଚାର ବିଭାଗ ରାୟ ସପକ୍ଷରେ ଯିବ।
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫