Advertisment

Daily Horoscope 20th June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...

author-image
Tapaswini Nayak
Daily Horoscope 20th June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...
ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ। କୃତିକା- ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ।