ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ। କୃତିକା- ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ।
ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ। କୃତିକା- ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ। ଦ୍ୱିଜା- ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ, ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯