• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Taurus

ବୃଷ

Monday 20 Mar 2023

କୃତିକା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ। 

ରୋହିଣୀ- କର୍ମ କ୍ଷେତ୍ରରେ ପ୍ରସିଦ୍ଧ ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତାବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ

ମୃଗଶିରା- ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :