• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Aquarius

କୁମ୍ଭ

Monday 20 Mar 2023

ଧନିଷ୍ଠା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ

ଶତଭିଷା- ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳାମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ପୂ, ଭାଦ୍ରପଦ- ପିତୃ ପୁରୁଷ ସମ୍ପତିରୁ ଭାଗ ପାଇ ପାରନ୍ତି । ଓକିଲଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ । ନୂଆ କିଛି କରିବାର ଆଶା ଦେଖାଦେବ ।

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :