• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Cancer

କର୍କଟ

Monday 20 Mar 2023

ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦ୍ୱରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମକ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ

ପୁଷ୍ୟା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପଡ଼ିପାରନ୍ତି । ଲୋକମାନଙ୍କ ସହଯୋଗ ଆପଣଙ୍କ ମନୋବଳକୁ ସୁଦୃଢ କରିବ

ଅଶ୍ଳେଷା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :