• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Leo

ସିଂହ

Monday 20 Mar 2023

ମଘା- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ

ପୂ- ଫାଲ୍‌ଗୁନୀ- ଆମଦାନୀ ବଢ଼ାଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ

ଉ- ଫାଲ୍‌ଗୁନୀ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ

ପ୍ରତିକାର – ମା ଭୂବନେଶ୍ୱରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :