• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Virgo

କନ୍ୟା

Monday 20 Mar 2023

ଉ- ଫାଲ୍‌ଗୁନୀ- ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।  ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ

ହସ୍ତା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ପରାୟଣ ରହିବେ

ଚିତ୍ରା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :