• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Libra

ତୁଳା

Monday 20 Mar 2023

ଚିତ୍ରା- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ

ସ୍ୱାତୀ- ଶିକ୍ଷୟତ୍ରୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତ୍ରୁଙ୍କ ଉପଦ୍ରବ ବୃଦ୍ଧି ପାଇବ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି

ବିଶାଖା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :