• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Scorpio

ବିଛା

Monday 20 Mar 2023

ବିଶାଖା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସୂତ୍ରରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ

ଅନୁରାଧା-– ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ

ଜ୍ୟୋଷ୍ଠା- ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳାମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :