• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Sagittarius

ଧନୁ

Monday 20 Mar 2023

ମୂଳା- ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ

ପୂ, ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ

ଉ, ଷାଢା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :