• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Capricorn

ମକର

Monday 20 Mar 2023

ଉ, ଷାଢା- ପରୋକ୍ଷ ଶତ୍ରୁତା ଲାଗି ରହି ପାରନ୍ତି। ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି

ଶ୍ରବଣା- ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ

ଧନିଷ୍ଠା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ

ପ୍ରତିକାର – ଦକ୍ଷିଣ କାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :