Daily Horoscope 20th March 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ ରହିବ ଓ ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ...

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି  ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର-  ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Aries

ମେଷ

Monday 20 Mar 2023

ପୂ, ଭାଦ୍ରପଦ- ସମ୍ପର୍କୀୟ ବନ୍ଧୁଙ୍କ ସାହାର୍ଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ଉ, ଭାଦ୍ରପଦ- ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିରରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ

ରେବତୀ- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :