• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଗୃହ ନିର୍ମାଣର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ବୁଧବାର,ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୨.୨୩ ଗତେ ୧୨ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୨୩ ଗତେ ୧-ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ।

Aries

ମେଷ

Wednesday 20 Mar 2024

ଅଶ୍ୱନୀ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।

କୃତିକା- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ ।

ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି 

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :