ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ବୁଧବାର,ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୨.୨୩ ଗତେ ୧୨ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୨୩ ଗତେ ୧-ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ।
ମୂଳା- ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ
ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ
ଉ, ଷାଢା- ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩