ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ଛାତ୍ରଛାତ୍ରୀମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ। ଚାକିରି ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେଇପାରେ । କୋର୍ଟ କଚେରି ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬