ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ। ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮