ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା ଏବଂ ଅତ୍ୟଧିକ ନିଦ ଆସିପାରେ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ। କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ। ବିଦେଶରେ ଥିବା ସପଂର୍କୀୟଠାରୁ ଶୁଭ ଖବର ପାଇବେ । ସଭାସମିତିରେ ସୀମାରେ ନରହିଲେ ଆଗକୁ ଅସୁବିଧାର ସାମ୍ନା କରିବାକୁ ପଡିବ ।
ପ୍ରତିକାର - ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩