ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ। ଘର ପାଇଁ ଆସବାବ କ୍ରୟ କରିବେ। ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ। ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ। ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ।
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫