ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ। ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ। ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ କରିପାରିବେ। ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।
ପ୍ରତିକାର- ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨