ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ। କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ। ଛାତ୍ରଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ। କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ। ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୧