ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ। ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ। ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ। ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ ।
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫