ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ। କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଛାତ୍ରଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ। ମହିଳାମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯