ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।
ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରାରେ ଉପକୃତ ହେବେ। ପ୍ରେମ ସମ୍ପର୍କକୁ ନେଇ ଚିନ୍ତା ବଢିବ। ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ। କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ।
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩