• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି। ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ।

Capricorn

ମକର

Thursday 20 Mar 2025

କର୍ମକ୍ଷେତ୍ରରେ ସତ୍ୟ କହି ବିବାଦୀୟ ହୋଇପାରନ୍ତି। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅଫିସରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। କଚେରି ମାମଲା ମନ୍ଥର ହୋଇପାରେ । ସମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS