• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Taurus

ବୃଷ

Saturday 20 May 2023

କୃତିକା- ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ

ରୋହିଣୀ- ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ହେବା ସହ ପ୍ରଶଂସା ମିଳିପାରେ

ମୃଗଶିରା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ

ପ୍ରତିକାର – ମାଆ କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :