• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Pisces

ମୀନ

Saturday 20 May 2023

ପୂ, ଭାଦ୍ରପଦ- ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ବିଗିଡି ଯାଇଥିବା କାର୍ଯ୍ୟ ଠିକ୍ ହୋଇଯିବ ।

ଉ, ଭାଦ୍ରପଦ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ

ରେବତୀ- ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ଦୂର ସ୍ଥାନକୁ ଯାତ୍ରା କରିବେ । ନିଜ ପରିଶ୍ରମର ସଫଳତା ପାଇବେ

ପ୍ରତିକାର – ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :