• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Gemini

ମିଥୁନ

Saturday 20 May 2023

ମୃଗଶିରା- ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ, ଉଦିଷ୍ଟ କାର୍ଯ୍ୟ ସିନ୍ଧି ହେବ । ଶତୃମାନେ ପ୍ରତିହତ ହେବେ ,ଆୟ କ୍ରମେ ବଢିବ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ

ଆଦ୍ରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅସ୍ଥିରତା କାରଣରୁ କୈାଣସି କାର‌୍ୟ୍ୟକୁ ଠିକ ଭାବରେ କରିପାରିବେ ନାହିଁ । ମହିଳା ମାନେ ମାନସମ୍ମାନ ପାଇବେ

ପୁନର୍ବସୁ- ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି । ଆପଣଙ୍କ ପାଖକୁ ନୂଆ ଦାୟିତ୍ୱ ଆସିପାରେ

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :