• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Cancer

କର୍କଟ

Saturday 20 May 2023

ପୁନର୍ବସୁ- ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ଆପଣଙ୍କର କେତେକ କ୍ଷେତ୍ରରେ ଉନ୍ନତିକର ହେବ

ପୁଷ୍ୟା- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ

ଅଶ୍ଳେଷା- ଆୟନୀର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ଯାନବାହନ କ୍ରୟ କରିବାର ସୁବିଧା ପାଇବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :