• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Leo

ସିଂହ

Saturday 20 May 2023

ମଘା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଚାକିରୀରେ ଆପଣଙ୍କର ପ୍ରାଧାନ୍ୟ ବଢିବ

ପୂ- ଫାଲ୍‌ଗୁନୀ- ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ନୂତନ କର୍ମ କରିବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ

ଉ- ଫାଲ୍‌ଗୁନୀ- ଦିନଚର‌୍ୟ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :