• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Virgo

କନ୍ୟା

Saturday 20 May 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ

ହସ୍ତା- ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ

ଚିତ୍ରା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ମହିଳା ଛାତ୍ରୀ ମାନେ ପୁରସ୍କୃତ ହୋଇପାରନ୍ତି

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :