• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Scorpio

ବିଛା

Saturday 20 May 2023

ବିଶାଖା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ଦୂର ଯାତ୍ରାରେ ସଫଳତା ମିଳିବ

ଅନୁରାଧା- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢାଇବେ

ଜ୍ୟୋଷ୍ଠା- କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ । ସହନଶୀଳତା ଯୋଗେଁ ପ୍ରଂଶସା ମିଳିବ

ପ୍ରତିକାର – ବଗଳା ମୁଖ୍ୟଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :