• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Libra

ତୁଳା

Saturday 20 May 2023

ଚିତ୍ରା- ବ୍ୟବସାୟୀରେ ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । କଂପାନିରେ ଚାକିରି କରୁଥିବା ଲୋକଙ୍କ ଲାଗି ଦିନ ଭଲ ରହିବ । ଘର କାମର ବୋଝ ଅଧିକ ରହିବ । ଅନ୍ୟମାନଙ୍କ ସହିତ କଥା ହେବା ସମୟରେ ଠିକ୍ ଭାଷା ପ୍ରୟୋଗ କରନ୍ତୁ

ସ୍ୱାତୀ-– ବନ୍ଧୁ ମାଧ୍ୟମରେ ଅଶାନ୍ତିର ସମାଧାନର ବାଟ ବାହାରିବ । ସବୁ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବେ । ଜମିରେ ନିବେଶ ପାଇଁ ଭଲ ଦିନଟିଏ । ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ

ବିଶାଖା- ବିବାହ କରିବା ଲାଗି ନିଷ୍ପତି ନେଇ ପାରନ୍ତି । ମନୋରଂଜନ କାର‌୍ୟ୍ୟରେ ଖର୍ଚ୍ଚ କରିବେ । ସାମାଜିକ କାର୍ଯ୍ୟରେ ନିଜକୁ ନିଯୋଜିତ କରିବେ । ଛାତ୍ରଛାତ୍ରୀ ପରିକ୍ଷାରେ ଭଲ କରିବେ । ଆପଣଙ୍କ ସମ୍ମୁଖକୁ ନୂଆ ଆହ୍ୱାନ ଆସିପାର

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :