• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Capricorn

ମକର

Saturday 20 May 2023

ଉ, ଷାଢା- ସ୍ୱାସ୍ଥ୍ୟରେ କିଛି ପରିବର୍ତନ ଆସିବ । ପରୋକ୍ଷ ଶତୃତା ଦୈନିକ ଜିବନ ଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ

ଶ୍ରବଣା- ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ

ଧନିଷ୍ଠା- କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :