Daily Horoscope 20th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ପ୍ରତିପଦ ରାତ୍ରି ୦୯.୩୧ ଗତେ ୨ୟା,ଘାତ ଚନ୍ଦ୍ର – ବିଛା ଅହୋରାତ୍ର ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୮.୦୩ ଗତେ ୧ ପାଦ ।

Aries

ମେଷ

Saturday 20 May 2023

ଅଶ୍ୱନୀ- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ସରକାରୀ ଚାକିରିଆଙ୍କ କାମରେ ଅଧିକାରୀ ଖୁସି ରହିବେ

ଦ୍ୱିଜା- ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ

କୃତିକା-ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର - କିଛି ପଶୁ ,ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :