• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2024: ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ଆଶାତୀତ ଶୁଭଫଳ ପାଇବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ।

Taurus

ବୃଷ

Monday 20 May 2024

କୃତିକା - ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ ଓ ମନ୍ଦିରରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।

ମୃଗଶିରା – ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ୍ତ ରୁହନ୍ତୁ ।

ପ୍ରତିକାର – ନାଲି ରଙ୍ଗର ଗାଈକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :