• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2024: ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ଆଶାତୀତ ଶୁଭଫଳ ପାଇବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ।

Aquarius

କୁମ୍ଭ

Monday 20 May 2024

ଧନିଷ୍ଠା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭିଜ୍ଞତା ହାସଲ କରିବେ ।

ଶତଭିଷା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ ।

ପୂ, ଭାଦ୍ରପଦ- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତ୍ତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି।

ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :